www.samajalive.in
Monday, December 15, 2025
24.1 C
Bhubaneswar

ଯୁବକ ସଙ୍ଘ ତରଫରୁ ରକ୍ତଦାନ ଶିବିର

ବେଗୁନିଆ: ଓଡିଶା ମୋ ପରିବାର ଆନୁକୂଲ୍ୟରେ ଜୀବନବିନ୍ଦୁ ଖୋର୍ଦ୍ଧା ଜିଲ୍ଲା ସଂଯୋଜକ ଦିଲ୍ଲୀପ କୁମାର ହୋତାଙ୍କ ସଂଯୋଜନାରେ ବେଗୁନିଆ ବ୍ଲକ କୁଞ୍ଜୁରୀ ପଞ୍ଚାୟତ ଅନ୍ତର୍ଗତ ଗୋଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗୋଡିସାହି ଯୁବକସଙ୍ଘ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରୁ ମୋଟ୪୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଗୌତମ କୁମାର ମିଶ୍ର ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଶ୍ୱଜିତ ଭୁଜବଲ, ଗୌତମ ପ୍ରଧାନ, ପଦ୍ମଚରଣ ଜେନା, ରାଜକିଶୋର ଜେନା, ସୁନୀଲ ନନ୍ଦ ଭି, ପ୍ରାଣକୃଷ୍ଣ ମାନ୍ଧାତା ଏବଂ ସୁରେଶ ରଣା ପ୍ରମୁଖ ଶିବିର ପରିଚାଳନା କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories