www.samajalive.in
Saturday, December 13, 2025
26.1 C
Bhubaneswar

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି, ସ୍ଵାସ୍ଥ୍ୟାବସ୍ଥା ବୁଝିଲେ ମମତା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଏବଂ ଆବଶ୍ୟକୀୟ ପରୀକ୍ଷା ପରେ ପରବର୍ତ୍ତୀ ପର୍ଯ୍ୟାୟ ଚିକିତ୍ସା ବିଷୟରେ ନିଷ୍ପତ୍ତି ନିଆଯିବ। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଖାନା ଯାଇ ରାଜ୍ୟପାଳଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories