www.samajalive.in
Tuesday, December 9, 2025
16.1 C
Bhubaneswar

ଫୁଟ୍‌ପାଥ୍‌ ଉପରକୁ ମାଡିଗଲା କାର୍; ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ: ଜଣେ ବ୍ୟକ୍ତି ବେପରୁଆ ଢଙ୍ଗରେ ଗାଡି ଚଳାଇ ଅନେକ ଲୋକଙ୍କୁ ଆହତ କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ରବିବାର ଦିନ ବେଙ୍ଗାଲୁରୁରେ ଦେଖିବାକୁ ମିଳିଛି । ସିସିଟିଭି ଫୁଟେଜ୍‌ରେ ଏହି ଘଟଣାର ସମସ୍ତ ଦୃଶ୍ୟ ଉତ୍ତୋଳନ ହୋଇଛି।

- Advertisement -

ମିଳିଥିବା ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ବେଙ୍ଗାଲୁରୁର ଏଚ୍‌ଏସ୍‌ଆର ଲେଆଉଟ୍ ଅଞ୍ଚଳରେ ଏକ ଦ୍ରୁତଗତିରେ ଆସି ନିୟନ୍ତ୍ରଣ ହରାଇ ଫୁଟ୍‌ପାଥ୍‌ ଉପରକୁ ମାଡି ଯାଇଥିଲା। ଫଳରେ ଫୁଟ୍‌ପାଥ୍‌ରେ ଥିବା ଅନେକ ଲୋକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ନକଟସ୍ଥ ହସ୍ପିଟାଲକୁ ପଠାଯାଇଛି। ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଗାଡି ଚାଳକ ଜଣଙ୍କ ନିଶାଶକ୍ତ ଅବସ୍ଥାରେ ଥିଲେ ବୋଲି କୁହାଯାଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories