www.samajalive.in
Sunday, December 7, 2025
23.1 C
Bhubaneswar

ଉଡ଼ନ୍ତା ବିମାନ ମଧ୍ୟରେ କୁନି ଝିଅର ଜୀବନ ରକ୍ଷା ପ୍ରସଙ୍ଗ, ଏମ୍ସ ଡାକ୍ତରୀ ଦଳକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରଶଂସା

ଡେସ୍କ: ଉଡ଼ନ୍ତା ବିମାନ ମଧ୍ୟରେ ଜଣେ ଦୁଇ ବର୍ଷର ଝିଅର ଜୀବନ ରକ୍ଷା କରିଥିବାରୁ ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା – ଏମ୍ସର ଡାକ୍ତର ଦଳକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ପ୍ରଶଂସା କରିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ମଧ୍ୟ ସେହି ଝିଅର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଗତକାଲି ବେଙ୍ଗାଲୁରୁରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ଜଣେ ଦୁଇ ବର୍ଷର ଝିଅ ନିଶ୍ୱାସ ନେବା ବନ୍ଦ କରି ଦେଇଥିଲା। ବିମାନରେ ଥିବା ଏମ୍ସ ଡାକ୍ତରଙ୍କ ଏକ ପାଞ୍ଚ ଜଣିଆ ଟିମ୍ ସେମାନଙ୍କ ଉଦ୍ୟମରେ ତା’ର ଜୀବନ ରକ୍ଷା କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories