ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ- କର୍ଣ୍ଣାଟକ ସରକାର

ନୂଆଦିଲ୍ଲୀ : ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍‌ ୨୦୨୫ର ବିଜୟର ମୁକୁଟ ଚଳିତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପଞ୍ଜାବ କିଙ୍ଗସ୍‌କୁ ହରାଇ ନିଜ ନାମରେ କରିଛି। ଏହି ବିଜୟ ହାସଲ କରିବା ପରେ ଏଥର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପଞ୍ଜାବ କିଙ୍ଗସକୁ ପରାସ୍ତ … Continue reading ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ- କର୍ଣ୍ଣାଟକ ସରକାର