www.samajalive.in
Saturday, December 6, 2025
23.1 C
Bhubaneswar

ତ୍ୱଚା ପାଇଁ ଉପକାରୀ ଏହି ପତ୍ର, ଚମତ୍କାରୀ ଗୁଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତ୍ୱଚାର ଯତ୍ନ ନେବା ନିତ୍ୟାନ୍ତ ଆବଶ୍ୟକ । ମାତ୍ର ବର୍ତ୍ତମାନ କର୍ମ ବ୍ୟସ୍ତତା ଓ ସମୟର ଅଭାବ ହେତୁ ସଭିଏଁ ମୁହଁର ଠିକ ଭାବେ ଯତ୍ନ ନେଇପାରିନଥାଆନ୍ତି। ଏହାସହ ଦାଗ, ବ୍ରଣ ସଭିଁଙ୍କ ପାଇଁ ମଧ୍ୟ ବିରାଟ ସମସ୍ୟା ପାଲଟିଛି। ନିଜ ପାଇଁ ସ୍ୱଳ୍ପ ସମୟ ଦେଇ ଆପଣ ସାଧାରଣ ଘରୋଇ ଉପାୟରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ। ଜାଣନ୍ତୁ ତାହା କ’ଣ…..
ପୁଦିନା ପତ୍ରରେ ଆଣ୍ଟି ଫଙ୍ଗଲ ଓ ଆଣ୍ଟି ବ୍ୟାକ୍ଟେରିଅଲ ଗୁଣ ରହିଛି। ତେଣୁ ଏହାକୁ ମୁହଁରେ ଲଗାଇବା ଦ୍ୱାରା ମୁହଁରୁ ସମସ୍ତ କ୍ଷତିକାରକ ପଦାର୍ଥ ବାହାର କରିଦେଇଥାଏ। ଫଳରେ ମୁହଁର ସୁନ୍ଦରତା ବଜାୟ ରହିଥାଏ।
କଳା ଦାଗ ଦୂର କରେ –
ପୁଦିନା ପତ୍ରରେ ଭିଟାମିନ ସି ଓ ଆଇରନ ରହିଛି। ଏହାକୁ ମୁହଁରେ ଲଗାଇବା ଦ୍ୱାରା ଏହା ମୁହଁର କଳାଦାଗ ଦୂର କରିବା ସହ ମୁହଁ ପାଇଁ କ୍ଷତିକାରକ ହୋଇନଥାଏ। ତେଣୁ ପୁଦିନା ପତ୍ରର ପେଷ୍ଟ ପ୍ରସ୍ତୁତ କରି ଏହାକୁ ମୁହଁରେ ଲଗାନ୍ତୁ।
ପୁଦିନାପତ୍ରରେ ଆଣ୍ଟିସେଫଟିକ ଗୁଣ ରହିଛି। ଯାହା ଫଳରେ ଏହା ମୁହଁର ମୃତକୋଷିକା ଗୁଡ଼ିକୁ ଦୂର କରିଥାଏ। ଫଳରେ ମୁହଁର ଚମକ ବଢିଥାଏ।
ମୁହଁରେ କୌଣସି ପ୍ରକାରର ଦାଗ ହୋଇଥିଲେ କିମ୍ବା କୁଣ୍ଡାଇ ହେଲେ ପୁଦିନା ପତ୍ର ଏହି ସମସ୍ୟା ଦୂର କରିଥାଏ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories