www.samajalive.in
Friday, December 5, 2025
23.1 C
Bhubaneswar

ଏମିତି ଆସିଲା ମୃତ୍ୟୁ… ବୁଲୁବୁଲୁ ଟଳିପଡ଼ିଲେ ବିଇଓ

ସମାଜ ଡିଜିଟାଲ ଡେସ୍କ: ବଜାରରେ ବୁଲୁଥିବା ସମୟରେ ଟଳି ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)। ଉଡ଼ିଗଲା ପ୍ରାଣବାୟୁ। ଗୁରୁବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଅନୁଗୁଳ ଜିଲା ବଇଣ୍ଡା ବଜାରରେ। ମୃତକ ହେଲେ ଶିବାନନ୍ଦ ଦଣ୍ଡ। ତାଙ୍କ ଘର ବାଲେଶ୍ଵର ଜିଲା ସୋର ଅଞ୍ଚଳରେ।

ଶିବାନନ୍ଦ ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଭାବେ ନିଯୁକ୍ତ ଥିଲେ। ଗୁରୁବାର ସେ ବଇଣ୍ଡା ବଜାରରେ ବୁଲାବୁଲି କରୁଥିବା ସମୟରେ ହଠାତ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ନିକଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories