www.samajalive.in
Sunday, December 7, 2025
13.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ : ମୁମୂର୍ଷୁ ଅବସ୍ଥାରେ ଉଦ୍ଧାରକେଲେ ସ୍ଥାନୀୟଲୋକେ

ବ୍ରହ୍ମପୁର :ବ୍ରହ୍ମପୁର ଜିଲା ମେରାଇନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ହୋଇଥିବା ନେଇ ମେରାଇନ ଥାନାରେ ପରିବାରଲୋକେ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ, ନାବାଳିାକା ଜଣଙ୍କ ୧୦ ତାରିଖରୁ ନିଖୋଜ ଥିଲେ। ଶନିବାର  ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟଲୋକେ ମେରାଇନ ଅଞ୍ଚଳରୁ ଉଦ୍ଧାର କରିଥିଲେ। ପରେ ନାବାଳିକା ଜଣଙ୍କୁ ସ୍ଥାନୀୟଲୋକେ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories