www.samajalive.in
Monday, December 15, 2025
16.1 C
Bhubaneswar

୧୧ ଡକାୟତ ଗିରଫ

ବ୍ରହ୍ମପୁର : ଗୋଶାଣିନୁଆଗାଁ ଥାନା ଅଧୀନ ସଦାନନ୍ଦ ବିହାର ଅଞ୍ଚଳର ଏନ କମଳାଙ୍କ ଘରୁ ହୋଇଥିବା ଡକାୟତି ଘଟଣାରେ ସଂପୃକ୍ତ ୧୧ ଡକାୟତଙ୍କୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନଙ୍କଠାରୁ କିଛି ଟଙ୍କା ଓ ଅଳଙ୍କାର ସହିତ ମାରଣାସ୍ତ୍ର ଜବତ କରାଯାଇଛି । ଗିରଫ ଡକାୟତଙ୍କ ମଧ୍ୟରେ ୫ ଜଣଙ୍କ ଘର ବାଉରୀ ସୁକୁଣ୍ଡାର ହୋଇଥିବା ବେଳେ ୩ ଜଣଙ୍କ ଘର ଗୋଲା ରଘୁନାଥପୁର ଓ ୩ ଜଣଙ୍କ ଘର ଅଙ୍କୁଶପୁର ଅଞ୍ଚଳରେ ବୋଲି ପୁଲିସ୍ ସୂତ୍ରରୁ ପ୍ରକାଶ । ଗିରଫ ସମସ୍ତଙ୍କ ବିରୋଧରେ ଵ୍ରହ୍ମପୁରର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି । ଏହି ଡକାୟତି ଘଟଣାରେ ସଂପୃକ୍ତ ଆଉ ୩ରୁ ୪ ଜଣ ଡକାୟତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପୁଲିସ୍ ପ୍ରକାଶ କରିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories