www.samajalive.in
Saturday, December 6, 2025
19.1 C
Bhubaneswar

ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍‌ କଲେଜରେ ଅଗ୍ନିକାଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡ଼ିକାଲ୍‌ କଲେଜର କାର୍ଡିଓଲୋଜି ୱାର୍ଡରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଦ୍ବାରା ନିଆଁକୁ ତୁରନ୍ତ ଆୟତ୍ତ କରାଯାଇଥିବାବେଳେ ଅଗ୍ନିକାଣ୍ଡ ଯୋଗୁ କୌଣସି କ୍ଷତି ହୋଇନାହିଁ। ୱିଣ୍ଡୋ ଏସିରେ ସର୍ଟସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories