nua o banner

ବିଜେଡି ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ

BSKY banner  750×100

ଭୁବନେଶ୍ୱର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍‌‌, ସାଂସଦ ସସ୍ମିତ ପାତ୍ର ଓ ସାଂସଦ ମାନସ ମଙ୍ଗରାଜ। ଚନ୍ଦ୍ରଶେଖରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Comments are closed.