www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡି ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ

ଭୁବନେଶ୍ୱର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍‌‌, ସାଂସଦ ସସ୍ମିତ ପାତ୍ର ଓ ସାଂସଦ ମାନସ ମଙ୍ଗରାଜ। ଚନ୍ଦ୍ରଶେଖରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories