www.samajalive.in
Saturday, December 6, 2025
14.1 C
Bhubaneswar

ହତ୍ୟା ମାମଲାରେ ୮ ଦୋଷୀଙ୍କୁ ଆଜୀବନ

ବ୍ରହ୍ମପୁର : ହତ୍ୟା ମାମଲାରେ ୮ ଦୋଷୀଙ୍କୁ ମଙ୍ଗଳବାର ଆଜୀବନ ଦଣ୍ଡାଦେଶ କୋର୍ଟ ଶୁଣାଇଛନ୍ତି। ୮ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ଦେଲେ ଅତିରିକ୍ତ ଜିଲା ଦୌରା ଜଜ୍‌‌-୧। ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ ପରେ ହତ୍ୟା କରିବା ମାମଲାରେ ଏହି ଦଣ୍ଡାଦେଶ ଦିଆଯାଇଛି। ୨୦୧୭ ସଦର ଥାନା ଆମ୍ବଗଡ ଗାଁରେ ବୁଡୁ ପାତ୍ରଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories