www.samajalive.in
Saturday, December 6, 2025
14.1 C
Bhubaneswar

କରୋନାରେ ପ୍ରାଣ ହରାଇଲେ ବ୍ରହ୍ମପୁରର ଚିନି ଶିଳ୍ପର ଅବସରପ୍ରାପ୍ତ ମୁଖ୍ୟ ଯନ୍ତ୍ରୀ

ବ୍ରହ୍ମପୁର  : ବ୍ରହ୍ମପୁରର ହେତୁବାଦୀ ନେତା ତଥା ଆସିକା ଚିନି ଶିଳ୍ପର ଅବସରପ୍ରାପ୍ତ ମୁଖ୍ୟ ଯନ୍ତ୍ରୀ ରାଜା ସୁରେଶଙ୍କ ଶୁକ୍ରବାର କରୋନାରେ ମୃତ୍ୟୁ ହୋଇଛି । ଗତ କିଛି ଦିନ ହେବ ସେ କନିସି ସ୍ଥିତ ଅଶ୍ୱିନୀ କୋଭିଡ ଚିକିତ୍ସାଲୟରେ ଭର୍ତି ହୋଇଥିଲେ । ଗଞ୍ଜାମ ଓକିଲ ସଂଘର ପୂର୍ବତନ ସଭାପତି ସୁଧାଂଶୁ ପଣ୍ଡାଙ୍କ ଭାଇ ସ୍ବର୍ଗତ ରାଜା ସୁରେଶଙ୍କ ମୃତ୍ୟୁରେ ପରିବାର ବର୍ଗଙ୍କ ସମେତ ସହକର୍ମୀଙ୍କ ଗହଣରେ ଶୋକର ଛାୟା ଖେଳିଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories