www.samajalive.in
Sunday, December 14, 2025
26.1 C
Bhubaneswar

ବୋଲେରୋ ଧକ୍କାରେ ସ୍କୁଟି ଚାଳକ ମୃତ

ଵ୍ରହ୍ମପୁର :  ଗୋପାଳପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ପୁକୁଡିବନ୍ଧ ଛକରେ ଏକ ବୋଲେରୋ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି । ଛତ୍ରପୁରରୁ ତାପସ ପଟ୍ଟନାୟକଙ୍କ ନାମକ ଜଣେ ବ୍ୟକ୍ତି ସ୍କୁଟି ଯୋଗେ ଵ୍ରହ୍ମପୁର ଫେରୁଥିବା ବେଳେ ପକୁଡ଼ିବନ୍ଧ ନିକଟରେ ଏକ ବୋଲେରୋ ସ୍କୁଟିକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି । ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ବୋଲେରୋରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି । ଅଗ୍ନିଶମ କର୍ମଚାରୀ ଓ ଗୋପାଳପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories