www.samajalive.in
Sunday, December 14, 2025
16.1 C
Bhubaneswar

ବ୍ରହ୍ମପୁର ବିଧାନସଭା ନିର୍ବାଚନୀ ମାମଲା, ବିଧାୟକ କେ. ଅନିଲ କୁମାରଙ୍କୁ ଜବାବ ଦାଖଲ ନୋଟିସ୍‌‌

କଟକ: ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାରଙ୍କୁ ହାଇକୋର୍ଟ ନୋଟିସ୍‌‌ ଜାରି କରିଛନ୍ତି। ଭୋଟର ମନୋଜ କୁମାର ପଣ୍ଡାଙ୍କ ପକ୍ଷରୁ ଆଗତ ନିର୍ବାଚନ ଅନିୟମିତତା ମାମଲାର ଶୁଣାଣି କରି ବିଚାରପତି ଶଶିକାନ୍ତ ମିଶ୍ର ଏହି ନିର୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି ଆସନ୍ତା ନଭେମ୍ବର ୭କୁ ଧାର୍ଯ୍ୟ ହୋଇଛି।

ମନୋଜ ପଣ୍ଡା ଦାଖଲ କରିଥିବା ପିଟିସନ୍‌‌ରେ ଅଭିଯୋଗ କରିଛନ୍ତି ଯେ, କେ. ଅନିଲ କୁମାର ନିର୍ବାଚନ ସମୟରେ ଯେଉଁ ସତ୍ୟପାଠ ଦାଖଲ କରିଛନ୍ତି ସେଥିରେ ସେ ଅନେକ ତଥ୍ୟ ଲୁଚାଇଛନ୍ତି। ସତ୍ୟପାଠରେ ସବିଶେଷ ସୂଚନା ପ୍ରଦାନ କରିନାହାନ୍ତି। ତେଣୁ ତାଙ୍କ ବିଧାୟକ ପଦକୁ ରଦ୍ଦ ପାଇଁ ସେ ଅଦାଲତରେ ପ୍ରାର୍ଥନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories