www.samajalive.in
Sunday, December 14, 2025
23.1 C
Bhubaneswar

ଶ୍ରେଷ୍ଠ ସହକାରୀ ଯନ୍ତ୍ରୀ ଭାବେ ସମ୍ମାନିତ ହେଲେ ସୁକେସ୍ମିତା

କେନ୍ଦୁଝରଗଡ: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦଯାପନୀ ସମାରୋହରେ କେନ୍ଦୁଝର କ୍ଷୁଦ୍ର ଜଳସେଚନ ବିଭାଗରେ କାର୍ଯ୍ୟରତ  ଇଂ ସୁକେସ୍ମିତା ନାଏକ ଜଳ ସେଚନ ବିଭାଗର ଶ୍ରେଷ୍ଠ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ ସମ୍ମାନିତ ହୋଇଛନ୍ତି। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଖେଳ ପଡିଆଠାରେ ଆୟୋଜିତ ସମାରୋହରେ ସର୍ବୋଚ୍ଚ ମୁଖ୍ୟ ଯନ୍ତ୍ରୀ ଡ.ଚନ୍ଦଶେଖର ପାଢ଼ୀ, ସର୍ବୋଚ୍ଚ ମୁଖ୍ୟ ଯନ୍ତ୍ରୀ( ପ୍ରୋକ୍ୟୁରମେଣ୍ଟ) ବିଜୟ କୁମାର ସାମଲ ଏବଂ ସର୍ବୋଚ୍ଚ ମୁଖ୍ୟ ଯନ୍ତ୍ରୀ(ଯୋଜନା ଏବଂ ପରିକଳ୍ପନା) ଲିଙ୍ଗରାଜ ଗୌଡ଼ ଉପସ୍ଥିତ ରହି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉଲ୍ଲେଖଯୋଗ୍ୟ, ସୁକେସ୍ମିତାଙ୍କ ଘର ଚମ୍ପୁଆ ବ୍ଲକ ଫୁଲକଅଁଳେଇ ଗ୍ରାମରେ।ତାଙ୍କ ସ୍ୱାମୀ ଜୟନ୍ତ କୁମାର ନାଏକ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟରେ  ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories