www.samajalive.in
Friday, December 5, 2025
26.1 C
Bhubaneswar

ପେଟ ଜନିତ ବହୁ ସମସ୍ୟା ଦୂର କରେ ଏହି ଘରୋଇ ଉପାୟ

ଆମେ ଯେକୌଣସି ଖାଦ୍ୟ ଖାଉ, ତାହାର ପ୍ରଭାବ ସିଧାସଳଖ ଆମ ପାଚନ ତନ୍ତ୍ର ଉପରେ ପଡ଼ିଥାଏ। ବହୁ ସମୟରେ ପେଟରେ ଯନ୍ତ୍ରଣା ଅନୁଭବ ହୋଇଥାଏ। ପେଟ ଜନିତ ସମସ୍ୟା, ଏସିଡ଼ିଟି ଆଦି କାରଣରୁ ପେଟରେ ଯନ୍ତ୍ରଣା ହୋଇଥାଏ। ତେଣୁ ସର୍ବଦା ସ୍ୱାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ। କିଛି ସହଜ ଓ ଘରୋଇ ଉପାୟ ଦ୍ୱାରା ଆମେ ଏହି ପେଟ ଯନ୍ତ୍ରଣାରୁ ମୁକ୍ତି ପାଇପାରିବା ଜାଣନ୍ତୁ ତାହା କ’ଣ…….
ଡ଼ାଳିମ୍ବର ମଞ୍ଜି –
ଡ଼ାଳିମ୍ବର ମଞ୍ଜି ସହ କଳା ଲୁଣ ମିଶାଇ ଖାଇବା ଦ୍ୱାରା ପେଟ ଯନ୍ତ୍ରଣା ଦୂର ହୋଇଥାଏ। ଏହା ଖାଦ୍ୟକୁ ଭଲ ଭାବେ ହଜମ କରିଥାଏ। ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ।
ତୁଳସୀ, ଲବଙ୍ଗ କିମ୍ବା ତୁଳସୀ ଓ ଅଦାକୁ ମିଶାଇ ଖାଇବା ଦ୍ୱାରା ପେଟ ଜନିତ ଯନ୍ତ୍ରଣାରୁ ମୁକ୍ତି ମିଳିବା ସହ ଏସିଡ଼ିଟି ଦୂର ହୋଇଥାଏ।
ଅଦା ରସ ଓ ଲେମ୍ବୁ ରସ –
ଅଦା ରସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା ପେଟ ଜନିତ ଯନ୍ତ୍ରଣାରୁ ତୁରନ୍ତ ମୁକ୍ତି ମିଳିଥାଏ।
ଦହି ଓ ଜିରା ଗୁଣ୍ଡ –
ଦହି ସହ ଜିରା ଗୁଣ୍ଡ ମିଶାଇ ପିଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ, ଏସିଡ଼ିଟି ଦୂର ହେବା ସହ ପେଟ ଜନିତ ବିଭିନ୍ନ ସମସ୍ୟାରୁ ମୁକ୍ତି ମିଳିଥାଏ।
ଜୁଆଣି ଓ କଳା ଲୁଣ –
ଜୁଆଣି, କଳା ଲୁଣ ସହ ଅଳ୍ପ ଉଷୁମ ପାଣି ମିଶାଇ ପିଇବା ଦ୍ୱାରା ପେଟ ପାଇଁ ଖୁବ ଲାଭଦାୟକ ଅଟେ। ଏହା ଏସିଡ଼ିଟି ଦୂର କରିଥାଏ। ପେଟ ଯନ୍ତ୍ରଣାରୁ ମୁକ୍ତି ମଧ୍ୟ ମିଳିଥାଏ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories