www.samajalive.in
Sunday, December 7, 2025
26.1 C
Bhubaneswar

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ

ଭବାନିପାଟଣା : ସ୍ଥାନୀୟ କେସିଙ୍ଗା ରୋଡ଼ରେ ଥିବା ଏସବିଆଇ ଏଟିଏମ୍‌ରୁ ଗତ କାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଲୁଟ କରିଥିବା ଜଣା ପଡ଼ିଛି । ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଘଟିଥିବା ଏହି ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହେଇଛି। ତେବେ ସେଥିରେ କେତେ ଟଙ୍କା ଥିଲା ଜଣା ପଡିନି । ସଦର ଥାନା ପୁଲିସ ଘଟଣାର ତଦନ୍ତ କରୁଛି । କିଛି ବର୍ଷ ତଳେ ମୁଖିଗୁଡାସ୍ଥିତ ଏକ ଏଟିଏମ୍‌କୁ ଦୁର୍ବୃତ୍ତ ଲୁଟ କରିଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories