www.samajalive.in
Saturday, December 6, 2025
26.1 C
Bhubaneswar

ସାମାନ୍ୟ ବଚସାରୁ ସାନଭାଇକୁ ହତ୍ୟା କଲା ବଡଭାଇ

ଭବାନୀପାଟଣା : ଭବାନୀପାଟଣା ସହରର ବାହାଦୁର ବଗିଚା ପଡ଼ାର ଦୁଇ ଭାଇଙ୍କ ମଧ୍ୟରେ ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ଘଟିଛି। ସାନ ଭାଇ ଗଣେଶକୁ ହତ୍ୟା କରି ଅଭିଯୁକ୍ତ ବଡ଼ ଭାଇ ମହେନ୍ଦ୍ର ବାଗ ଟାଉନ ଥାନାରେ ଆତ୍ମସମର୍ପଣ କରିଛି। ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସ୍ଥାନୀୟ ଦୟାନିଧି ଛକରେ ନିଶା ସେବନ କରିବା ପରେ ମହେନ୍ଦ୍ର ଏବଂ ଗଣେଶ ମଧ୍ୟରେ ବଚସା ହେଇଥିଲା। ବଚସାରୁ ଏକ ଧାରୁଆ ଅସ୍ତ୍ରରେ ମହେନ୍ଦ୍ର ନିଜ ଭାଇ ଗଣେଶକୁ ହତ୍ୟା କରିଥିବା ଟାଉନ ଥାନା ପୁଲିସ  କହିଛି। ମୃତକ ଗଣେଶର ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରଖା ଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories