www.samajalive.in
Saturday, December 6, 2025
15.1 C
Bhubaneswar

ଗାଁ ଦାଣ୍ଡରୁ ବୃଦ୍ଧଙ୍କ ମୃତଦେହ ଠାବ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ଭାଟେଲ ଗାଁର ଡେଙ୍ଗସର୍ଗି ପଞ୍ଚାୟତ ପଡାର ଗାଁ ଦାଣ୍ଡରୁ ଜଣେ ବୃଦ୍ଧଙ୍କ ମୃତଦେହ ଠାବ ହେଇଛି। ମୃତକଙ୍କ ନାମ ରାମକୃଷ୍ଣ ରଣା (୬୫) ବୋଲି ଜଣା ପଡିଛି। ଗତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଗାଁ ଦାଣ୍ଡରେ ଫିଙ୍ଗି ଦେଇଥିବା  ସନ୍ଦେହ କରାଯାଉଛି। ଖବର ପାଇ ନର୍ଲା ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories