www.samajalive.in
Sunday, December 7, 2025
14.1 C
Bhubaneswar

ବିରୋଧୀ ସବୁବେଳେ ମିଛ କହୁଛନ୍ତି – ନବୀନ

ଭବାନୀପାଟଣା : ବିରୋଧୀ ସବୁବେଳେ ମିଛ କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଭବାନୀପାଟଣା ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କହିଛନ୍ତି।
କଳାହାଣ୍ଡି ଲୋକସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗସ୍ତ କରି ପ୍ରଚାର କରିଛନ୍ତି। ଭବାନୀପାଟଣା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଆୟୁଷ୍ମାନ ଭାରତ ଯୋଜନାରେ ସାରା ଦେଶ ପାଇଁ ଭାରତ ସରକାର ଯେତିକି ବଜେଟ୍ ରଖିଛନ୍ତି, ତା’ଠାରୁ ବିଏସକେୱାଇର ବଜେଟ୍ ତା’ଠାରୁ ଅଧିକ। ଆୟୁଷ୍ମାନ ଭାରତ ଯୋଜନାରେ ୫ ଲକ୍ଷ ଟଙ୍କା କେବଳ ବିପିଏଲ କାର୍ଡ ଧାରୀଙ୍କୁ ମିଳିବ କିନ୍ତୁ ବିଏସକେୱାଇର ଯୋଜନାରେ ସମସ୍ତଙ୍କୁ ଏହି ସୁବିଧା ମିଳିବ। ଆମ ମୁଖ୍ୟମନ୍ତ୍ରୀ ବିଏସକେୱାଇ ଭଳି କାର୍ଡ ଦେଇଛନ୍ତି ଯାହା କ୍ରେଡିଟ୍ କାର୍ଡ ଭଳି। ଯେଉଁଥିରେ ଗରିବଙ୍କୁ ବୀମା କମ୍ପାନୀ ଉପରେ ନିର୍ଭର କରିବାକୁ ପଡିବ ନାହିଁ। ସେମାନେ ଏହି କାର୍ଡରୁ ଚିକିତ୍ସା ପାଇଁ ଖର୍ଚ୍ଚ କରି ପାରିବେ। ଜୁନ୍ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ଥରେ ଶପଥ ନେବେ ବୋଲି ଭି.କେ ପାଣ୍ଡିଆନ ଏହି ସଭାରେ କହିଛନ୍ତି।

୩ ଘଣ୍ଟାରେ ଏହି ଜିଲାରେ ବର୍ଷିବ!

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories