www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ

ଭବାନୀପାଟଣା : ଆଜି ସକାଳେ କର୍ଲାପାଟ ଥାନା ଅନ୍ତର୍ଗତ ପେରମଞ୍ଜି ନିକଟରେ ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଛି। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ମୃତକ ଜଣକ ଥୁଆମୂଳ ରାମପୁର ବ୍ଲକ୍ କେରପାଇ ପଞ୍ଚାୟତ ଅନ୍ତର୍ଗତ ସେମିଖାଲ ଗାଁର ସାନି ମାଝୀ ବୋଲି ଜଣାପଡ଼ିଛି। ଖବର ପାଇ କର୍ଲାପାଟ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା ; ଏଯାଏଁ ୫ ମୃତ,୨୫ ଆହତ..

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories