କ୍ଷତିପୂରଣ ଦାବିରେ ରାସ୍ତାରୋକ

ଭବାନୀପାଟଣା : ମଥୁରା ନିକଟରେ ଶୁକ୍ରବାର ସକାଳେ ଘଟିଥିବା ଦୁର୍ଘଟଣାରେ ମୃତ ଚାଳକଙ୍କ ପରିବାରର ସମ୍ପର୍କୀୟମାନେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ଫଳରେ ଭବାନୀପାଟଣାରୁ ଜୟପୁର ମଧ୍ୟରେ ୨୬ ନମ୍ୱର ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହେଇଛି। ଉଲ୍ଲେଖଯୋଗ୍ୟ ସକାଳେ ଏକ ଟ୍ରକକୁ ଧକ୍କା ଦେଇ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବୋଲେରୋ ଚାଳକ ଦୀଲିପ ନାଏକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଥିଲେ। ଏ ସଂକ୍ରାନ୍ତରେ ସୂଚନା ପାଇଁ ମହୁଳପାଟଣା, ବିରିକୋଟ … Continue reading କ୍ଷତିପୂରଣ ଦାବିରେ ରାସ୍ତାରୋକ