www.samajalive.in
Monday, December 15, 2025
16.1 C
Bhubaneswar

ସ୍ତ୍ରୀ ସହ ଯାଉଥିଲେ ପୂଜକ; ରାସ୍ତାରେ ହାଣିଲେ ଦୁର୍ବୃତ୍ତ..

ଭବାନୀପାଟଣା : ନର୍ଲା ଥାନା ଅନ୍ତର୍ଗତ ମୁଣ୍ଡାଗାଁରେ ସୁଶାନ୍ତ ଠାକୁର (୪୦) ନାମକ ଜଣେ ପୂଜକଙ୍କୁ ମଙ୍ଗଳବାର ସକାଳେ ଚାରି ଜଣ ଯୁବକ ଟାଙ୍ଗିଆରେ ହାଣି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହେଇଛି। ଗୁରୁତର ଅବସ୍ଥାରେ ସମ୍ପୃକ୍ତ ପୂଜକଙ୍କୁ ପ୍ରଥମେ ନର୍ଲା ଡାକ୍ତରଖାନା ଏବଂ ପରେ ଏସଆରଏମ ଭେଷଜ ମହାବିଦ୍ୟାଳୟ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୂଜକ ଜଣକ ସ୍ତ୍ରୀଙ୍କ ସହିତ ଯାଉଥିବା ବେଳେ ପୂର୍ବରୁ ଛପି ଥିବା ଯୁବକମାନେ ତାଙ୍କୁ ହାଣି ଫେରାର ହୋଇ ଯାଇଥିଲେ। ଘଟଣାର କାରଣ ଜଣା ପଡିନଥିବା ବେଳେ ନର୍ଲା ପୁଲିସ ଘଟଣାର ତଦନ୍ତ କରୁଛି।

ଗୁରୁ କରିବେ ଓଲଟା ଚଳନ; ଏହି ରାଶିଙ୍କ ଭାଗ୍ୟ ଚମକାଇ କରିବେ ଧନ ବର୍ଷା..

ଦେଖନ୍ତୁ ଭିଡିଓ; ଧରାପଡିଲା ଆତଙ୍କ ଖେଳାଇଥିବା ଆଉ ଏକ ଗଧିଆ, ଏଯାଏଁ ନେଲାଣି ୯ ଜଣଙ୍କ ଜୀବନ,୨୦ ଗୁରୁତର

- Advertisement -

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories