www.samajalive.in
Saturday, December 6, 2025
23.1 C
Bhubaneswar

ବରିଷ୍ଠ ସାମ୍ବାଦିକ ବିଜୟ କୁମାର ଦ୍ବିବେଦୀଙ୍କ ଦେହାନ୍ତ

ଭବାନୀପାଟଣା: କଳାହାଣ୍ଡିର ବରିଷ୍ଠ ସାମ୍ବାଦିକ ବିଜୟ କୁମାର ଦ୍ବିବେଦୀଙ୍କର ଆଜି ହୃଦଘାତରେ ପରଲୋକ ହେଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହେଇଥିଲା। ସେ ଦୈନିକ ଖବରକାଗଜ ‘ସମାଜ’, ପ୍ରଜାତନ୍ତ୍ର  ଭଳି ଅନେକ ଖବରକାଗଜର ସାମ୍ବାଦିକ ଭାବେ କାର୍ଯ୍ୟ କରିଛନ୍ତି। ଗତ ପ୍ରାୟ ତିନି ଦଶନ୍ଧିରୁ ଅଧିକ ସମୟ ଧରି କଳାହାଣ୍ଡିରେ ସାମ୍ବାଦିକତା କରି ସେ ଜିଲ୍ଲାର ଅନେକ ବିଷୟ ଉତ୍ଥାପନ କରିଥିଲେ। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ସାମ୍ବାଦିକଙ୍କ ଶେଷ ଦର୍ଶନ କରିଛନ୍ତି।

 

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories