ଭବାନୀପାଟଣା: ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଗତକାଲି ବିଳମ୍ୱିତ ରାତିରେ ବହୁମୂଲ୍ୟ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୧୭ କେଜିରୁ ଅଧିକ ଓଜନର ରୁପା ଅଳଙ୍କାର ଚୋରି ହୋଇଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
୫୦୦ ବର୍ଷ ପରେ ଦୀପାବଳିରେ ଅଦ୍ଭୁତ ସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍ ମିଳିବ ଧନ..



