www.samajalive.in
Saturday, December 6, 2025
26.1 C
Bhubaneswar

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭବାନୀପାଟଣା: ସ୍ଥାନୀୟ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସରୁ ଜଣେ ପ୍ରଥମ ବର୍ଷ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେଇଛି। ମୃତ ଛାତ୍ରୀ ଜଣକ ଥୁଆମୂଲ ରାମପୁର ବ୍ଳକ ବିରିକୋଟ ଗାଁର ରାମଚନ୍ଦ୍ର ନାଏକଙ୍କ ଝିଅ ବୋଲି ଜଣାପଡିଛି। ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଘଟଣାସ୍ଥଳରେ ଟାଉନଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

୨୦୨୫ରେ ୪ ଶକ୍ତିଶାଳୀ ଗ୍ରହଙ୍କ ଚଳନ; ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌..

ବାରମ୍ବାର ବିବାହ ଭାଙ୍ଗୁଥିଲେ, ଟଙ୍କା ଅଭାବ ଲାଗି ରହୁଥିଲେ, ଗୁରୁବାର ଏହି ଉପାୟରେ ଚୁଟ୍‌କିରେ କରନ୍ତୁ ସମାଧାନ..

- Advertisement -

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories