www.samajalive.in
Friday, December 5, 2025
20.1 C
Bhubaneswar

ବସଷ୍ଟାଣ୍ଡରୁ ମୃତଦେହ ଉଦ୍ଧାର

ଭବାନୀପାଟଣା: ସ୍ଥାନୀୟ ବସଷ୍ଟାଣ୍ଡରୁ ଆଜି ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହେଉଛି। ତାଙ୍କ ପରିଚୟ ମିଳିପାରି ନାହିଁ। ବସଷ୍ଟାଣ୍ଡର ଏକ ଚୌକିରେ ଶୋଇଥିବା ଅବସ୍ଥାରେ ମୃତଦେହ ଠାବ ହେଇଥିଲା। ସୂଚନା ପାଇ ଟାଉନ୍ ଥାନା ପୁଲିସ ମୃତଦେହ ଜବତ କରି ଡାକ୍ତରଖାନା ପଠାଇଛି। ପୁଲିସ ମୃତକଙ୍କ ଠିକଣା ଖୋଜୁଛି ।

ଭିଡିଓ ଦେଖି ଆଶ୍ଚର୍ଯ୍ୟ ହେବେ ; ବାଘ ଗୋଡରେ ରାଖି ବାନ୍ଧିଲେ ମହିଳା

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories