www.samajalive.in
Sunday, December 7, 2025
14.1 C
Bhubaneswar

ଧରା ପଡ଼ିଲା ଜଙ୍ଗଲୀ ବାରହା

ଭବାନିପାଟଣା : ଆଜି ସକାଳେ ସ୍ଥାନୀୟ ଇରିଗେସନ କଲୋନୀ ୧୬ ନମ୍ବର ଲାଇନ୍‌କୁ ଏକ ଜଙ୍ଗଲୀ ବାରହା ପଶି ଆସିଥିଲା । ଖବର ପାଇ ବନ ବିଭାଗର ଏକ ଟିମ ବାରହାକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟରେ ଭବାନିପାଟଣା ଟାଉନ ବନପାଲ ଆଲୋକ ରଞ୍ଜନ କର, ଶାନ୍ତପୁର ବାନପାଳ ଭବାନୀ ଶଙ୍କର ପରିଚ୍ଛା, ବନରକ୍ଷୀ ଭାଗବତ ବେହେରା ପ୍ରମୁଖ ସାମିଲ ହେଇ ବାରହାଟିକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ି ଥିଲେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories