www.samajalive.in
Saturday, December 6, 2025
14.1 C
Bhubaneswar

ଅଗଷ୍ଟ ୭ ଓ ୮ଭବାନୀପାଟଣା ସହର ସଟଡ଼ାଉନ

ଭବାନୀପାଟଣା : କଳାହାଣ୍ଡି ଜିଲା ଭବାନୀପାଟଣାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି କାରଣରୁ ଅଗଷ୍ଟ ୭ ଓ ୮ ତାରିଖ ଦୁଇଦିନ ଧରି ଭବାନୀପାଟଣା ସହରକୁ ସଡ୍ ଡାଉନ କରାଯାଇଛି ବୋଲି ବୁଧବାର ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲ୍ଲାପାଳ ଡା. ଗାଭିଲ ପରାଗ ହର୍ଷଦ ନିର୍ଦ୍ଦେଶ ଦେଇଛନ୍ତି। ଗତ ୧୫ ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ତାର ପ୍ରତିରୋଧ ଓ ଜନସାଧରଣଙ୍କ ସୁରକ୍ଷା ଏବଂ ପ୍ରତିଷେଧକ ପାଇଁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories