ଭବାନୀପାଟଣା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଭବାନୀପାଟଣା : କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଭବାନୀପାଟଣା ସଭାରେ ପହଞ୍ଚିଛନ୍ତି। ଦିନ ପ୍ରାୟ ୧.୩୦ରେ ପ୍ରତିରକ୍ଷା ମନ୍ତ୍ରୀ ସ୍ଥାନୀୟ ପୁଲିସ ପଡିଆରେ ଓହ୍ଲାଇ ଥିଲେ। ପରେ ସ୍ଥାନୀୟ ଲାଲ ବାହାଦୁର ଷ୍ଟାଡିୟମରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂକ୍ରାନ୍ତରେ ସୂଚନା ଦେଇଥିଲେ। ଓଡ଼ିଶାରେ ମଧ୍ୟ ଡବଲ ଇଞ୍ଜିନର ସରକାର କରିବାକୁ ସେ ଉପସ୍ଥିତ ଲୋକଙ୍କୁ ଆହ୍ଵାନ ଦେଇଥିଲେ। ଏକଦା କଳାହାଣ୍ଡି ଦାରିଦ୍ର୍ୟ ଯୋଗୁଁ କୁଖ୍ୟାତ ଥିବା … Continue reading ଭବାନୀପାଟଣା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ