www.samajalive.in
Monday, December 8, 2025
20.1 C
Bhubaneswar

ସ୍କୁଲରେ ମହୁମାଛି ଆକ୍ରମଣ, ୨୦ ଆହତ

ଭବାନୀପାଟଣା: ଦୁଆରସନିରେ ଥିବା ଏକ ଘରୋଇ ସ୍କୁଲରେ ଛାତ୍ରଛାତ୍ରୀମାନଙ୍କୁ ମହୁମାଛି ଆକ୍ରମଣ କରିଥିବା ସୂଚନା ମିଳିଛି। ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀମାନଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories