www.samajalive.in
Friday, December 5, 2025
23.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ଭବାନୀପାଟଣା : ଭବାନୀପାଟଣା କୋକସରା ଥାନା ବେହେରା ଗାଁ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ  ଛତାଗୋଏରା ଗାଁ ର ଛବିଲାଲ ନାଗ ବୋଲି ଜଣାପଡିଛି। କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ପରିବାର ଲୋକ ରାସ୍ତାରୋକ କରିଛନ୍ତି। ଫଳରେ ବିଜୁ ଏକ୍ସପ୍ରେସୱେ ରେ  ଅମାପାଣି ରୁ ଧର୍ମଗଡ ପଟକୁ ଯାତାୟାତ ବାଧାପ୍ରାପ୍ତ ହେଇଛି। ଘଟଣାସ୍ଥଳରେ କୋକସରା ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories