www.samajalive.in
Saturday, December 6, 2025
16.1 C
Bhubaneswar

ଗର୍ଭବତୀ ମହିଳାଙ୍କୁ ହତ୍ୟା!

ଭଦ୍ରକ : ଗର୍ଭବତୀ ମହିଳାଙ୍କ ମୃତଦେହ ଠାବ ହୋଇଛି। ପାରିପାଶ୍ୱିର୍କ ସ୍ଥିତିରୁ ମହିଳାଙ୍କୁ କେହି ହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି। ଏଭଳି ଅଭାବନୀୟ ଘଟଣା ଭଣ୍ଡାରିପୋଖରି ଥାନା ନପଙ୍ଗ ପଞ୍ଚାୟତ କବିସାହି ନିକଟରେ ଘଟିଛି। ମୃତ ମହିଳାଙ୍କ ଘର ନପଙ୍ଗରେ ହୋଇଥିବା ବେଳେ ସେହି ଗାଁରେ ସେ ପ୍ରେମ ବିବାହ କରି ରହୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ମୃତ ମହିଳା ଜଣଙ୍କ ଗର୍ଭବତୀ ଥିବା ନେଇ ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories