www.samajalive.in
Wednesday, December 10, 2025
23.1 C
Bhubaneswar

ଟ୍ୟାଙ୍କର ଚାଳକଙ୍କ ବେପରୁଆ ଗାଡି ଚାଳଲା ;ଜଣେ ମୃତ

ଭଦ୍ରକ : ଟ୍ୟାଙ୍କର ଚାଳକଙ୍କ ବେପରୁଆ ଗାଡି ଚାଳଲା ପାଇଁ ଚାଲିଗଲା ଜଣଙ୍କ ଜୀବନ। ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକରେ ସିରିଜ୍‌‌ ଦୁର୍ଘଟଣାରେ ଶୁକ୍ରବାର ଜଣଙ୍କ ମୃତ୍ୟୁ ହୋଇଛି। ଟ୍ରକ୍‌‌କୁ ଟ୍ୟାଙ୍କର ଧକ୍କା ଦେବା ପରେ କାର୍‌‌କୁ ଏକ ଟ୍ରକ୍‌‌ ଧକ୍କା ଦେଇଛି। ଟ୍ରକ୍‌‌କୁ ପିଟିବା ପରେ ବାଇକ୍‌‌ ଆରୋହୀଙ୍କ ଉପରେ ଟ୍ୟାଙ୍କର ଚଢିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ବାଇକ୍‌‌ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଅନ୍ୟମାନେ ସୁରକ୍ଷିତ ରହିଛନ୍ତି। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିବା ସହ ସ୍ଥାନୀୟଲୋକେ ପ୍ରତିବାଦ କରି ରାସ୍ତାରୋକ କରିଛନ୍ତି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories