www.samajalive.in
Sunday, December 7, 2025
26.1 C
Bhubaneswar

ମୁହାଁମୁହିଁ ଧକ୍କା ପରେ ଜଳିଗଲା ୨ ବାଇକ୍‌‌ ; ଜଣେ ଆହତ

ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟସ୍ଥ ପାଳଦାବାଙ୍କ ପୂର୍ବରୁ ଶନିବାର ୨ ବାଇକ୍‌‌ ମୁହଁମୁହିଁ ଧକ୍କା ହେବା ପରେ ହୁତୁହୁତୁ ହୋଇ ଜଳିଯାଇଛି। ରାଇଡର ବାଇକ ଅନ୍ୟ ଏକ ବାଇକକୁ ଧକ୍କା ମାରି ଦୁର୍ଘଟଣା ଘଟିବା ପରେ ଏହା ଜଳିଯାଇଥିବା ବେଳେ ବାଇକ ଆରୋହୀ ନିଆଁ ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି। ସେ ବାଲେଶ୍ଵର ଅଞ୍ଚଳର ବୋଲି ଆଧାରରୁ ଜଣାପଡ଼ିଛି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟ ଜଣଙ୍କ ପତ୍ତା ମିଳିନାହିଁ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories