www.samajalive.in
Saturday, December 6, 2025
14.1 C
Bhubaneswar

ବିଦ୍ୟୁତ ସଂସ୍ପର୍ଶରେ ଚାଷୀ ମୃତ

ଭଦ୍ରକ : ଚାଷ ଜମିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । ଧୁଷୁରୀ ଥାନା କୋରୁଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଜମି ମାଲିକ ଗୋରୁଙ୍କ ପାଇଁ କରେଣ୍ଟ ଲଗାଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଚାଷୀଙ୍କ ମୃତ୍ୟୁ ପରେ ଜମି ମାଲିକକୁ ଅଟକ ରଖାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସମୁଦ୍ରରେ ବୁଡି ଯୁବକ ନିଖୋଜ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories