www.samajalive.in
Sunday, December 7, 2025
18.1 C
Bhubaneswar

ମର୍ମନ୍ତୁଦ; ବାପାର ମୃତଦେହ ନେଇ ଫେରିବା ବେଳେ ଦୁର୍ଘଟଣାରେ ପୁଅ, ଜ୍ୱାଇଁ ସହ ୩ ମୃତ

ଭଦ୍ରକ : ଭଦ୍ରକରେ ଶନିବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ। ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଡମ୍ଫରକୁ ପଛରୁ ଆମ୍ବୁଲାନ୍ସ ଧକ୍କା ଦେବା ପରେ ଏହି ଦୁର୍ଘଟଣା ଘଟିଛି। ବାପାର ମୃତଦେହ ନେଇ ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣାରେ ପୁଅ, ଜ୍ୱାଇଁ ସହ ଚାଳକଙ୍କ ମୃତ୍ୟୁ ଘଟିଛି। ବୋହୂଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ବାଲେଶ୍ୱର ଭୋଗରାଇ ଅଞ୍ଚଳର ବୋଲି ଜଣାପଡିଛି। ଭୁବନେଶ୍ୱରର ଏକ ମେଡିକାଲରୁ ବାପାଙ୍କ ମୃତଦେହ ଧରି ଘରକୁ ଫେରୁଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ; ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ତିଆରି ଖାଦ୍ୟରେ ମାଟି ପକାଇ ପୁଲିସ କର୍ମୀ ନିଲମ୍ବିତ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories