ବାଥ୍ରୁମ୍ରୁ +୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭଦ୍ରକ : ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ଛାତ୍ରୀ ଜଣକ ଯୁକ୍ତ ୩ରେ ପାଠ ପଢୁଥିବା ବେଳେ ଏକ ଘରୋଇ ମେସ୍ର ବାଥ୍ରୁମ୍ରୁ ତାଙ୍କର ମୃତଦେହ ଜବତ ହୋଇଛି । ସେ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ରାଖି ପାଇଁ ଘରକୁ ଯାଇ ଗତକାଲି ଭଦ୍ରକ ଫେରିଥିଲେ । ସେ ବାସୁଦେବପୁର ଅଞ୍ଚଳର ହୋଇଥିବା ସୂଚନା … Continue reading ବାଥ୍ରୁମ୍ରୁ +୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
Copy and paste this URL into your WordPress site to embed
Copy and paste this code into your site to embed