ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ସାହାପୁର ନିକଟରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକକୁ ଧକ୍କା ଦେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ପରିଚୟ ଏଯାବତ ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।
Popular Categories



