www.samajalive.in
Friday, December 5, 2025
20.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ ; ୧୫ରୁ ଅଧିକ ଆହତ

ଭଦ୍ରକ : ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ  ଯାତ୍ରୀବାହୀ ବସ ଓଲଟି ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସଟି ଓଲଟିବା ପରେ ସ୍ଥାନୀୟଲୋକେ ଓ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହାସହ ଯାତ୍ରୀମାନେ ଏକ ବଡ ଧରଣରୁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଉକ୍ତ ବସଟି ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିଲା ବୋଲି ସୂଚନା ମିଳିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories