www.samajalive.in
Monday, December 8, 2025
24.1 C
Bhubaneswar

ଦେଖନ୍ତୁ ଭିଡିଓ; ମହିଳାଙ୍କ ଘରୁ ଧଳା ଜହର ସହ ପୁଳା ପୁଳା ଟଙ୍କା ଜବତ..

ଭଦ୍ରକ : ଧଳା ଜହର ବେପାର କରୁଥିବା ମହିଳାଙ୍କ ଘରେ ସୋମବାର ଭଦ୍ରକ ଟାଉନ ଥାନା ପୁଲିସ ଚଢାଉ କରିଛି । ଧଳା ଜହର ସହ ମହିଳାଙ୍କ ଘରୁ ପୁଳା ପୁଳା ଟଙ୍କା ମଧ୍ୟ ଜବତ କରାଯାଇଛି । ମହିଳାଙ୍କ ଘର ଏଲଖା ନୟାନଗର ଅଞ୍ଚଳରେ। ତାଙ୍କ ନାମ କନିଜ ଫାତମା।

ମହିଳାଙ୍କ ଘରୁ ୨୦ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଥିବା ଅନୁମାନ କରାଯାଉଛି । ଅତିରିକ୍ତ ଏସପି ଅଂଶୁମାନ ଦ୍ବିବେଦୀଙ୍କ ସମେତ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ଟାଉନ ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେ ଚଢଉରେ ସାମିଲ ରହିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

ବାସ୍‌ ଏହି ଗୋଟିଏ କ୍ଲିକ୍‌; ଫୋନ୍‌କୁ ଆସିବ ନାହିଁ ଗୋଟିଏ ବି ସ୍ପାମ୍‌ କଲ୍‌..

- Advertisement -

ନୂଆବର୍ଷ ୨୦୨୫ରେ ଅତ୍ୟନ୍ତ ଦୁର୍ଲ୍ଲଭ ଯୋଗ: ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

ଏହି ରଙ୍ଗର କି ରୋଷେଇ ଘର କାନ୍ଥ,ସ୍ଲାବ୍‌; ହେବ କଳହ, ଧନ ଅଭାବ, ରୋଗ, ଜାଣନ୍ତୁ କେଉଁ ରଙ୍ଗ ଦେବ ଶୁଭଫଳ..

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories