www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ-ସ୍କୁଟି ଧକ୍କାରେ ଚାଲିଗଲା ଦୁଇ ଜୀବନ

ସମାଜ ଡିଜିଟାଲ ଡେସ୍କ: ଭଦ୍ରକ ୧୬ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦଉଇ ଜୀବନ। ସ୍କୁଟି ଓ ଟ୍ରକ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରବିବାର ବିଳମ୍ବିତ ରାତିରେ ତିନି ଜଣ ଯୁବକ ଗୋଟିଏ ସ୍କୁଟିରେ ବସି ଚରମ୍ପାରୁ ଭଦ୍ରକ ଆସୁଥିବା ସମୟରେ ଟ୍ରକ ପଛରେ ପିଟି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଆହତ ହୋଇଛନ୍ତି। ଟାଉନ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁଇ ମୃତକ ହେଲେ ଶିବ ସୁନ୍ଦର ମହାପାତ୍ର ଓ ସୌରଭ ମିଶ୍ର।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories