www.samajalive.in
Saturday, December 6, 2025
19.1 C
Bhubaneswar

ରାସ୍ତାକଡକୁ ଓଲଟିଲା ବସ୍‌‌; ୨୦ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ। ଭଦ୍ରକରୁ ଉଦଳା ଯାଉଥିବା ବେଳେ ରାଣୀତାଲ ଗେଟ୍‌‌ ନିକଟରେ ଭାରସାମ୍ୟ ହରାଇ ଜୟ ରଘୁନାଥ ନାମକ ଏକ ବସ ଓଲଟି ପଡିଥିଲା। ଦୁର୍ଘଟଣାରେ ୨୦ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ୨୦ଜଣ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories