www.samajalive.in
Saturday, December 6, 2025
16.1 C
Bhubaneswar

ଭଦ୍ରକରେ ବସ୍ ଚଳାଚଳ ବନ୍ଦ

ଭଦ୍ରକ: ଭଦ୍ରକ ଜିଲାରେ ଗୁରୁବାର ସମସ୍ତ ଘରୋଇ ବସ୍ ଚଳାଚଳ ବନ୍ଦ କରାଯାଇଛି । ଅନୁମତି ନଥାଇ ବହୁ ଛୋଟ ଗଡ଼ି ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳକୁ ଚଳାଚଳ କରୁଛି । ଯାହାଫଳରେ ବସ୍ ମାଲିକମାନଙ୍କୁ ବହୁତ କ୍ଷତି ସହିବାକୁ ପଡ଼ୁଛି । ଏହାକୁ ଆଜି ଭଦ୍ରକ ବସ୍ ମାଳିକ ସଂଘ ବିରୋଧ କରିବା ସହ ୨୪ ଘଣ୍ଟା ବନ୍ଦ ଡାକରା ଦେଇଛି । ଏହାଫଳରେ ଜିଲାର ସମସ୍ତ ଅଞ୍ଚଳକୁ ଆଜି ବସ ଚଳାଚଳ ବନ୍ଦ ଅଛି । ଏଥିପାଇଁ  ଯତ୍ରୀ ମାନେ ବହୁ ଅସୁବିୁଧାର ସମ୍ମୁଖୀନ ହେଉଛନ୍ତି ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories