www.samajalive.in
Monday, December 15, 2025
26.1 C
Bhubaneswar

ଟ୍ରେନ ଲାଇନରେ କଟି ଯୁବକ ମୃତ –ଘଣ୍ଟେଶ୍ୱର ପୁଲିସ ତଦନ୍ତ ଆରମ୍ଭ

ଧାମରା: ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱର ଫାଣ୍ଡି ଅଧିନ ଭଦ୍ରକ ଧାମରା ମାଣିପୁର ରେଳ ଧାରଣାରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ଜଣକ ହେଉଛନ୍ତି ଘଣ୍ଟେଶ୍ୱର ଫାଣ୍ଡି ଅଧିନ ମାଣିପୁର ଗ୍ରାମର ଚଗଲା ଦାସଙ୍କ ପୁଅ ସିପୁନ ଦାସ ବୋଲି ଜଣାପଡିଛି।

ରେଳ ଲାଇନ ଉପରେ ମୃତଦେହ ପଡି ରହିଥିବା ବେଳେ ପୁଲିସ ଓ ସ୍ଥାନୀୟ ଜନସାଧାରଣଙ୍କ ଭିଡ଼ ଦେଖିବାକୁ ମିଳିଛି । ପୁଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି । ପ୍ରାରମ୍ଭିକ ତଦନ୍ତରୁ ଏହା ଦେଖାଯାଇଛି ଯେ ଯୁବକ ଜଣକ ରେଳ ଧାରଣା ଆତ୍ମହତ୍ୟା କରିଥାଇପାରନ୍ତି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories