www.samajalive.in
Friday, December 5, 2025
27.1 C
Bhubaneswar

ବୈଦ୍ୟୁତିକ ସାମଗ୍ରୀ ଦୋକାନରେ ନିଆଁ : ଜଳିଗଲା ଲକ୍ଷାଧିକ ଟଙ୍କାର ଜିନିଷ

ଭଦ୍ରକ: ଇଲେକଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ସାମଗ୍ରୀ। ଭଦ୍ରକ ଜିଲ୍ଲା ଧୁଷୁରୀ ବଜାରରେ ଗତକାଲି ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି। ଏଟିଏସ୍ ଇଲେକଟ୍ରୋନିକ୍ସ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା। ଖବର ପାଇ ଧାମନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories