www.samajalive.in
Friday, December 5, 2025
27.1 C
Bhubaneswar

ସର୍ଟର ତାଡି ସୁନା ଅଳଙ୍କାର ଲୁଟ୍‍

ଭଦ୍ରକ: ଭଣ୍ଡାରୀପୋଖରୀ ଥାନା ନିକଟସ୍ଥ ମଞ୍ଜୁରୀରୋଡରେ ଥିବା ସୁନା ଦୋକାନରୁ ଲୁଟ୍‍ ହୋଇଥିବା ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ଦୋକାନ ଅଗାରେ ପାଲଟାଣି ଭିତରେ ପଶି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କର ସହ ନଗଦ ଟଙ୍କା ଲୁଟି ନେଇଛନ୍ତ ଦୁବୃର୍ତ୍ତ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories