www.samajalive.in
Saturday, December 6, 2025
26.1 C
Bhubaneswar

କଲେଜ ପଡିଆରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଚାନ୍ଦବାଲି: ଚାନ୍ଦବାଲି ଥାନା ଅନ୍ତର୍ଗତ ମତୋ ଫାଣ୍ଡି ଅଧିନ +୩ କଲେଜ ପାର୍ଶ୍ଵ ପଡ଼ିଆରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସୋମବାର ସକାଳେ କୁମାର ପୂର୍ଣ୍ଣିମା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଏହି ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ପରେ ଏ ନେଇ ପୁଲିସ୍‌କୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ମତୋ ଫାଣ୍ଡି ଅଧିକାରୀ ପହଞ୍ଚି ଘଟଣାର ଖୋଳତାଡ ଆରମ୍ଭ କରିଛନ୍ତି। ବର୍ତ୍ତମାନ୍ ପର୍ଯ୍ୟନ୍ତ  ମୃତକ ଙ୍କ ପରିଚୟ ମିଳି ନାହିଁ। ମୋବାଇଲ ଏବଂ ଏକ ଅଧା ପରିଚୟ ପତ୍ର ମିଳିଥିବା ଥାନା ଅଧିକାରୀ ପରେଶ ମହାନ୍ତି ସୂଚନା ଦେଇଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories